Chha Mana Atha Guntha

Chha Mana Atha Guntha

Paperback (18 Apr 2022) | Oriya

  • $17.10
Add to basket

Includes delivery to the United States

10+ copies available online - Usually dispatched within 7 days

Publisher's Synopsis

'ଛ ମାଣ ଆଠଗୁଣ୍ଠ' ଭୂମି କୈନ୍ଦ୍ରିକ ଉପନ୍ୟାସ । ଊନବିଂଶ ଶତାବ୍ଦୀର ଶେଷାର୍ଦ୍ଧରେ ଓଡ଼ିଆ ଜନଜୀବନର ମୂଳଭିତ୍ତି ଥିଲା ଭୂସମ୍ପଦ ଓ ଗୋ ସମ୍ପଦ । ଏତଦ୍]ବ୍ୟତୀତ ଗୁଡ଼ାଏ କୁସଂସ୍କାର ଓ ଅନ୍ଧବିଶ୍ୱାସ ଏଭଳି ପ୍ରଭାବ ବିସ୍ତାର କରିଥିଲା ଯେ ସେହି ସମୟର ସମାଜରେ ପୁରୋହିତମାନଙ୍କର କଥାକୁ ବିନା ପ୍ରଶ୍ନରେ ଗ୍ରହଣ କରାଯାଉଥିଲା । ଅଶିକ୍ଷା, ସ୍ୱାର୍ଥପରତା, ଆତ୍ମଗର୍ବ ସହିତ ମିଶି ଯାଇଥିଲା ଅନ୍ୟକୁ ନିମ୍ନ ସ୍ତରର ବୋଲି ପ୍ରତିପାଦନ କରିବାର ମାନସିକତା । ଫକୀରମୋହନ ସ୍ତ୍ରୀଶିକ୍ଷାର ପକ୍ଷପାତୀ ଥିଲେ । କନ୍ୟା ଧନ ବିପକ୍ଷରେ ଲେଖନୀ ଚାଳନା କରିଥିଲେ । ଶିକ୍ଷା କିଭଳି ମଣିଷକୁ ଉଦାର କରିଦିଏ ତାହା ତାଙ୍କର ଅନେକ ରଚନାରେ ପ୍ରତିପାଦିତ । ତେବେ 'ଛାମାଣ ଆଠଗୁଣ୍ଠ'ରେ ଭୂମି ଓ ଧେନୁ ସମ୍ପଦ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି । ଛ ମାଣ ଆଠଗୁଣ୍ଠ ତାଙ୍କର ପ୍ରଥମ ଉପନ୍ୟାସ ।


'ଛ ମାଣ ଆଠଗୁଣ୍ଠ' ୧୮୯୭ରୁ ୧୮୯୯ ପର୍ଯ୍ୟନ୍ତ ଦୁଇବର୍ଷ କାଳ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟରେ 'ଧୂର୍ଜଟୀ' ଛଦ୍ମ ନାମରେ ପ୍ରକାଶିତ ହେଉଥିଲା । ୧୯୦୨ରେ ଏହା ପୁସ୍ତକ ଆକାରରେ ପ୍ରକାଶିତ ହେଲା । ପୁସ୍ତକରେ ଲେଖକ ଭାବରେ ଫକୀର ମୋହନ ସେନାପତିଙ୍କ ନାମ ଉଲ୍ଲେଖ ଥିଲା । ଧାରାବାହିକ ଭାବେ ପ୍ରକାଶିତ ହେଉଥିବା ସମୟରେ ଏହା ଖୁବ୍ ଲୋକପ୍ରିୟ ହୋଇଥିଲା ।

Book information

ISBN: 9781645602699
Publisher: Black Eagle Books
Imprint: Black Eagle Books
Pub date:
Language: Oriya
Number of pages: 158
Weight: 209g
Height: 216mm
Width: 140mm
Spine width: 9mm