Jeebanara Jaughara

Jeebanara Jaughara

Paperback (06 Jan 2024) | Oriya

  • $17.86
Add to basket

Includes delivery to the United States

10+ copies available online - Usually dispatched within 7 days

Publisher's Synopsis

ମହାମାରୀ କରୋନା ଯେତେବେଳେ ତା'ର ବାହୁବିସ୍ତାର କରି ମାଡ଼ି ଆସିଲା, ସାରା ଦୁନିଆ ସ୍ତବ୍ଧ ହୋଇଗଲା । ସବୁଆଡ଼େ ଶୂନଶାନ୍], ଦୋକାନ ବଜାର ବନ୍ଦ । ଘରୁ ବାହାରିବାକୁ ମନା । ଭୟରେ ଥରହର ସମସ୍ତେ । କେତେ କେତେ ଜୀବନ ଚାଲିଗଲା ଅକାଳରେ । ଦୁଃଖର ବିଷୟ ଯେ ଆତ୍ମୀୟକୁ ମନା, ମରିଥିବା ଲୋକର ପାଖ ମାଡ଼ିବାକୁ । ସ୍ୱାମୀ ସ୍ତ୍ରୀ, ପୁଅଝିଅ ଆଦି ସମ୍ପର୍କ ସବୁ ଠପ୍ ହୋଇଗଲା ସଂକ୍ରମଣ ଭୟରେ । ଘରେ ବସି ବସି ତାରି ଉପରେ ଗପଟିଏ ଲେଖୁଲେଖୁ ଲେଖି ହୋଇଗଲା ଅନେକ କିଛି । ଗପଟି ରୂପ ନେଇଗଲା ଉପନ୍ୟାସର ।

Book information

ISBN: 9781645604976
Publisher: Black Eagle Books
Imprint: Black Eagle Books
Pub date:
Language: Oriya
Number of pages: 150
Weight: 200g
Height: 216mm
Width: 140mm
Spine width: 9mm