Manara Bhugola

Manara Bhugola

Paperback (07 Feb 2023) | Oriya

  • $20.28
Add to basket

Includes delivery to the United States

10+ copies available online - Usually dispatched within 7 days

Publisher's Synopsis

ପୃଥିବୀର ଭୂଗୋଳ ପୂରାପୂରି ଅପରିବର୍ତ୍ତିତ ରହୁନାହିଁ । କେଉଁଠି ହ୍ରଦଟି ଶୁଖି ଯାଉଛି ତ ଅନ୍ୟ କେଉଁଠି ନଦୀଟି ଗତିପଥ ପରିବର୍ତ୍ତନ କରୁଛି । ପୁରୁଣା ପାହାଡ଼ର ସବୁଜିମା ହଜିଯିବା ଏବଂ ନୂତନ ଉପତ୍ୟକା ଜନାକୀର୍ଣ୍ଣ ହେବା ଅସମ୍ଭବ ନୁହେଁ । ସମୟକ୍ରମେ ବିଶ୍ୱର ଭୂଗୋଳ ପରିବର୍ତ୍ତିତ ହେଲେ ମଧ୍ୟ ମନୁଷ୍ୟ ମନର ଭୂଗୋଳର ପରିବର୍ତ୍ତନ ଅଧିକ ଦ୍ରୁତ ଏବଂ ଅଧିକ ବିସ୍ମୟକର । ସେଥିପାଇଁ ମଣିଷ ମନର ରହସ୍ୟକୁ ବୁଝିବା ପାଇଁ ମନୋବିଜ୍ଞାନୀ ଓ ସମାଜବିଜ୍ଞାନୀ ଅଧିକ ଆହ୍ୱାନର ସମ୍ମୁଖୀନ ହୋଇଛନ୍ତି ।

ସୌଭାଗ୍ୟର ବିଷୟ ଯେ ମଣିଷର ବୌଦ୍ଧିକ ପ୍ରଗତି ଓ ସର୍ଜନଶୀଳତାର ବ୍ୟାପ୍ତି ଫଳରେ ମନର ନକ୍]ସାଟିକୁ ପରିକଳ୍ପନା କରିବା ଏବଂ ସମ୍ଭାବ୍ୟ ପରିବର୍ତ୍ତନର ପୂର୍ବାନୁମାନ କରିବା ସମ୍ଭବ ହୋଇଛି । ବିଶେଷତଃ ବିକଶିତ ଜୀବନଶୈଳୀ ପାଇଁ କେଉଁଟି ଉପଯୋଗୀ ଏବଂ କେଉଁଟି ଅନୁପଯୋଗୀ, ତାହାର ଜ୍ଞାନ ସମ୍ଭାର ଉପସ୍ଥାପନ କରିଛନ୍ତି । ଆଧୁନିକ ଯୁଗରେ ସ୍ନାୟୁବିଜ୍ଞାନର ଅଭୂତପୂର୍ବ ଉନ୍ନତି ଓ ଲକ୍ଷ୍ୟ ପୂରଣରେ ଅଧିକ ସହାୟକ ହୋଇଛି । ସଦ୍ୟ ସମର୍ôଥତ ତଥ୍ୟରାଜିକୁ ଆଧାର କରି \"ମନର ଭୂଗୋଳ' ପୁସ୍ତକର ପରିକଳ୍ପନା ।ଚିତ ।

Book information

ISBN: 9781645603597
Publisher: Black Eagle Books
Imprint: Black Eagle Books
Pub date:
Language: Oriya
Number of pages: 276
Weight: 354g
Height: 216mm
Width: 140mm
Spine width: 16mm