Revenue Ticket

Revenue Ticket

Paperback (01 Feb 2024) | Oriya

  • $19.16
Add to basket

Includes delivery to the United States

10+ copies available online - Usually dispatched within 7 days

Publisher's Synopsis

ଅମୃତା ପ୍ରୀତମ୍ ଖାଲି ଭାରତ କାହିଁକି, ପୃଥିବୀର ଅନ୍ୟ ଅନେକ ଦେଶର ସାହିତ୍ୟ ଜଗତରେ ଏକ ଜଣାଶୁଣା ନାମ । ତାଙ୍କର ବହୁ ଗଳ୍ପ, କବିତା, ଉପନ୍ୟାସ ବିଭିନ୍ନ ଭାଷାରେ ଅନୂଦିତ ହୋଇ ପାଠକ ପାଠିକା ମାନଙ୍କ ନିକଟରେ ବିଶେଷ ଆଦର ଓ ସମ୍ମାନ ଲାଭ କରିଛି । ଜ୍ଞାନପୀଠ ଠାରୁ ଭାରତୀୟ ସାହିତ୍ୟ ଏକାଡ଼େମୀ ପର୍ଯ୍ୟନ୍ତ ବହୁ ସଂସ୍ଥା ତାଙ୍କର ସାହିତ୍ୟକୃତିକୁ ସ୍ୱୀକାର କରି ତାଙ୍କୁ ସମ୍ମାନିତ କରିଛନ୍ତି ।

"ରସିଦି ଟିକଟ" ଅମୃତା ପ୍ରୀତମଙ୍କର ଆତ୍ମଜୀବନୀ । ନିଜର ଭିତର ବାହାରକୁ ଟିକିନିଖି ଭାବରେ ବିଶ୍ଳେଷଣ କରି ପାଠକଙ୍କ ଆଗରେ ଏତେ ସାହସର ସହିତ ରଖିଦେବା କୌଣସି ପ୍ରତିଷ୍ଠିତା ନାରୀପକ୍ଷରେ ସଚରାଚର ସମ୍ଭବ ହୁଏନାହିଁ । କିନ୍ତୁ ଅମୃତା ପ୍ରୀତମ୍ ଅନନ୍ୟା ।

Book information

ISBN: 9781645605164
Publisher: Black Eagle Books
Imprint: Black Eagle Books
Pub date:
Language: Oriya
Number of pages: 190
Weight: 245g
Height: 216mm
Width: 140mm
Spine width: 11mm