Sati Sadhwi Kulata

Sati Sadhwi Kulata

Paperback (12 Nov 2023) | Oriya

  • $18.67
Add to basket

Includes delivery to the United States

10+ copies available online - Usually dispatched within 7 days

Publisher's Synopsis

ସୀତା ସ୍କୁଲରେ ପାଦ ଦେବା ଦିନଠୁ ତାର ଅନେକ ସାଙ୍ଗ ସୃଷ୍ଟି ହୋଇଛନ୍ତି । ଅନେକ ସ୍କୁଲ ଝିଅଙ୍କ ସହିତ ତା'ର ବଢିଛି଼ ଆତ୍ମୀୟତା । ଅନେକ ଦିନ ଧରି ଅତୁଟ ରହେ ସେ ଅନ୍ତରଙ୍ଗତା । ପୁଣି କେତେ ଜଣଙ୍କ ସହିତ ତା'ର ନୂତନ ଭାବେ ଜାତ ହୁଏ ଆତ୍ମୀୟତା । କେଉଁଠି କେତେବେଳେ ଯୋଡ଼ି ହୁଏ ଅଠାଲଗା କାଗଜ ପରି । ସେଇ ଆତ୍ମୀୟତା, ବନ୍ଧୁତ୍ୱ ବା ସାହଚର୍ଯ୍ୟ ଭିତରେ ସୀତା ସହିତ ଯେଉଁ ଦି' ଜଣ ଝିଅଙ୍କ ଅତୁଟ ରହିଛି ସଂପର୍କ, ସେମାନେ ହେଲେ ମିତା ଓ ଲଳିତା । ଏହି ତିନି ସାଙ୍ଗ ବନ୍ଧୁତ୍ୱର କଷଟିରେ ଅନେକ ଥର ପରୀକ୍ଷିତ ହୋଇଛନ୍ତି । ବନ୍ଧୁତ୍ୱ ଏମାନଙ୍କର ଅତୁଟ, ଅଟଳ ଓ ସୁଦୃଢ଼ । କାଳକ୍ରମେ ଏମାନେ ବାଳିକା ପ୍ରାଥମିକ ବିଦ୍ୟାଳୟର ପାଠ ସମାପ୍ତ କରି ବାଳିକା ଉଚ୍ଚ ବିଦ୍ୟାଳୟକୁ ଯାଇଛନ୍ତି । ଉଚ୍ଚ ବିଦ୍ୟାଳୟରୁ କଲେଜକୁ ଯାଇଛନ୍ତି ।

ଏମାନଙ୍କ ମଧ୍ୟରୁ ଜଣେ ବଣିକ କନ୍ୟା । ଅନ୍ୟ ଜଣେ କୃଷକ କନ୍ୟା ଓ ଶେଷଟି ଶିକ୍ଷକ କନ୍ୟା । ଏଇ ସହରର ବିଖ୍ୟାତ ବ୍ୟବସାୟୀମାନଙ୍କ ମଧ୍ୟରେ ଲଳିତାର ବାପା ଅନ୍ୟତମ । ମିତାର ବାପା ଜଣେ ବଡ଼ ଚାଷୀ । ସୀତାର ବାପା ଜଣେ ପ୍ରାଇମେରୀ ସ୍କୁଲର ଶିକ୍ଷକ ।


A novel about three friends Sita, Mita and Lalita.


Book information

ISBN: 9781645604785
Publisher: Black Eagle Books
Imprint: Black Eagle Books
Pub date:
Language: Oriya
Number of pages: 160
Weight: 209g
Height: 216mm
Width: 140mm
Spine width: 9mm